Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁର୍ବଳ ହେଉଛି ଲଘୁଚାପ, ଏଥର ବଢିବ ଶୀତର ପରିମାଣ

Sanchar Live by Sanchar Live
December 26, 2024
in ଓଡିଶା
0
ଦୁର୍ବଳ ହେଉଛି ଲଘୁଚାପ, ଏଥର ବଢିବ ଶୀତର ପରିମାଣ
0
SHARES
16
VIEWS
FacebookTwitter

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି । ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ବର୍ଷାର ପ୍ରଭାବ କମିବ । ଲଗାତର ଅଦିନିଆ ବର୍ଷାରେ ବେହାଲ ହୋଇଛି ଓଡ଼ିଶା । ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ବର୍ଷା ଲାଗି ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

ହେଲେ ଆସନ୍ତାକାଲି ସଂଧ୍ୟା କିମ୍ବା ୨୮ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ସୋନପୁର, ବଲାଙ୍ଗୀର, ସମ୍ବଲପୁର,  ବରଗଡ଼ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।  ଏପରିକି କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହୋଇପାରେ। ଏହା ସହ ଅନେକ ସ୍ଥାନରେ ପାଗ ମେଘୁଆ ରହିପାରେ  ।

Tags: odisharainweather reportwinter
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଆରଆଇ

ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଆରଆଇ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.