Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଡ଼ ମାଡ଼ରୁ ସାମାନ୍ୟ ଆଶ୍ବସ୍ତି

Sanchar Live by Sanchar Live
January 11, 2026
in ଓଡିଶା
0
ଜାଡ଼ ମାଡ଼ରୁ ସାମାନ୍ୟ ଆଶ୍ବସ୍ତି
0
SHARES
29
VIEWS
FacebookTwitter

ଜାଡ଼ ମାଡ଼ରୁ ସାମାନ୍ୟ ଆଶ୍ବସ୍ତି। ରାଜ୍ୟର ଅଧିକାଂଶ ସ୍ଥାନରେ ବଢିଛି ପାରଦ, କମିଲା ଥଣ୍ଡା । ମେଘାଚ୍ଛନ୍ନ ଆକାଶ ପାଇଁ ବଢିଛି ରାତି ତାପମାତ୍ରା । ଅଧିକାଂଶ ସ୍ଥାନରେ ୫ରୁ ୭ ଡିଗ୍ରୀ ଯାଏଁ ବଢିଛି ପାରଦ ।  ଫଳରେ ଲୋକେ ଥଣ୍ଡାରୁ ତ୍ରାହି ପାଇଛନ୍ତି ।  ଗତ କିଛି ଦିନ ହେବ ଜାଡ଼ ମାଡ଼ରେ ଅସ୍ତବ୍ୟସ୍ତ ହୋଇଥିଲା ଜନଜୀବନ ।  ସେପଟେ ସାରା ଓଡ଼ିଶାରେ ଥଣ୍ଡା କମିଛି । ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ହୋଇଛି।

ପୁରୀ ଜିଲ୍ଲା ଅସ୍ତରଙ୍ଗ ସମୁଦ୍ର କୁଳିଆ ବାସିନ୍ଦା ଆଉ ମସ୍ୟଜୀବୀଙ୍କୁ ଶୀତ ପୁରା କଲବଲ କରିସାରିଲେଣି l ମସ୍ୟଜୀବୀ ସମୁଦ୍ରକୁ ମାଛ ମାରିବାକୁ ଯାଇ ପାରୁନାହାନ୍ତି। ସମୁଦ୍ର ଭିତରେ ପ୍ରବଳ ଶୀତ ଜାରି ରହିଛି l ଏଥିସହ ଉତ୍ତର ଭାରତର ପାହାଡିଆ ଏବଂ ସମତଳ ଅଞ୍ଚଳରେ ଶନିବାର ଦିନ ବହୁତ ଥଣ୍ଡା ଦିନ ଥିଲା ଏବଂ ଲୋକମାନେ ପ୍ରବଳ ଥଣ୍ଡାରେ ଥରୁଥିବା ଦେଖାଯାଇଥିଲା । ଗତ କିଛି ଦିନ ଧରି କାଶ୍ମୀର ଉପତ୍ୟକାରେ ତାପମାତ୍ରା ଶୂନ୍ୟ ତଳେ ରହିଛି ଏବଂ ଦିଲ୍ଲୀ ଏହି ଶୀତ ଋତୁର ସବୁଠାରୁ ଥଣ୍ଡା ସକାଳ ରେକର୍ଡ କରିଛି । ପଞ୍ଜାବର ହୋସିଆରପୁରରେ ସର୍ବନିମ୍ନ ତାପମାତ୍ରା ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧.୧ ଡିଗ୍ରି ସେଲସିୟସ୍ ଥିଲା । ଏହି ଋତୁରେ ସର୍ବନିମ୍ନ ତାପମାତ୍ରା ଏତେ ହ୍ରାସ ପାଇବା ଏହା ପ୍ରଥମ ଥର।

Tags: odishaweatherreportwinter
ShareTweetShareSend
Sanchar Live

Sanchar Live

Next Post
ଆଘାତ କାରଣରୁ ଓ୍ବିକେଟ୍‌ କିପର-ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଦିନିକିଆରୁ ବାଦ୍‌

ଆଘାତ କାରଣରୁ ଓ୍ବିକେଟ୍‌ କିପର-ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଦିନିକିଆରୁ ବାଦ୍‌

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.