Monday, November 2, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home କ୍ରୀଡ଼ା

ପ୍ରଥମ ଖୋ ଖୋ ବିଶ୍ୱକପ୍ ଚାମ୍ପିୟନ ବନିଲା ଭାରତୀୟ ମହିଳା ଦଳ

Sanchar Live by Sanchar Live
January 19, 2025
in କ୍ରୀଡ଼ା
0
0
SHARES
17
VIEWS
Facebook
Twitter

Related posts

ହାର୍ଦ୍ଦିକଙ୍କୁ ନିଅ, ଏହି ୨ ଜଣଙ୍କୁ ଦିଅ: ଚର୍ଚ୍ଚାରେ KKR-MI ଟ୍ରେଡ଼ ଡିଲ

ହାର୍ଦ୍ଦିକଙ୍କୁ ନିଅ, ଏହି ୨ ଜଣଙ୍କୁ ଦିଅ: ଚର୍ଚ୍ଚାରେ KKR-MI ଟ୍ରେଡ଼ ଡିଲ

November 2, 2026
ଚର୍ଚ୍ଚାରେ WPL ନିଲାମରେ ବିକ୍ରି ହୋଇଥିବା ସବୁଠୁ କମ ବୟସ୍କ ଖେଳାଳି ଉମା

ଚର୍ଚ୍ଚାରେ WPL ନିଲାମରେ ବିକ୍ରି ହୋଇଥିବା ସବୁଠୁ କମ ବୟସ୍କ ଖେଳାଳି ଉମା

October 29, 2026

ପ୍ରଥମ ଖୋ ଖୋ ବିଶ୍ୱକପ୍ ଚାମ୍ପିୟନ ବନିଲା ଭାରତୀୟ ମହିଳା ଦଳ । ନେପାଳ ମହିଳା ଖୋଖୋ ଦଳକୁ ପରାସ୍ତ କରି ବିଜୟ ହାସଲ କରିଛି ଭାରତୀୟ ମହିଳା ଖୋଖୋ ଦଳ । ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେଉଥିବା ପ୍ରଥମ ଖୋଖୋ ବିଶ୍ୱକପ୍ ପ୍ରତିଯୋଗିତାରେ ଭାରତୀୟ ମହିଳା ଖୋଖୋ ଦଳ ଐତିହାସିକ ବିଜୟ ହାସଲ କରି ଗୌରବ ଆଣିଛନ୍ତି ।
ସବୁଠାରୁ ବଡ଼ କଥା ହେଲା. ୨୦୨୫ ଜାନୁଆରୀ ଠାରୁ ୨୦୨୭ ଡିସେମ୍ବର ବା ୩ ବର୍ଷ ପାଇଁ ଓଡ଼ିଶା ରାଜ୍ୟ ସରକାର ଭାରତୀୟ ଜାତୀୟ ଖୋଖୋ ଦଳକୁ ସ୍ପନସର କରୁଛନ୍ତି । ଏଥିପାଇଁ ବର୍ଷକୁ ୫ କୋଟି ଏବଂ ସମୁଦାୟ ୧୫ କୋଟି ଟଙ୍କା ପ୍ରଦାନ କରାଯିବ । ତେବେ ମହିଳା ଖୋଖୋ ଦଳ ବିଶ୍ୱ ଚାମ୍ପିୟନ ବନିବା ପରେ କ୍ରୀଡ଼ାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଟ୍ୱିଟ୍ କରି ମହିଳା ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି କି, ଭାତୀୟ ମହିଳା ଖୋଖୋ ଦଳର ସମସ୍ତ କ୍ରୀଡ଼ାବିତମାନେ ବିଶ୍ୱ ମଞ୍ଚରେ ଆମ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି । ଆଜିର ଏହି ଐତିହାସିକ ବିଜୟ ଦେଶର ଲକ୍ଷ ଲକ୍ଷ ଯୁବ ମହିଳା କ୍ରୀଡ଼ାବିତମାନଙ୍କୁ କ୍ରୀଡ଼ାକ୍ଷେତ୍ରରେ ନିଜର ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣ କରିବା ପାଇଁ ପ୍ରେରଣା ପ୍ରଦାନ କରିବ ।

Tags: indiaKho kho

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବାତ୍ୟା ପାଇଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି
  • ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ
  • ଅଣନିଶ୍ବାସୀ ହୋଇଗଲେଣି ଦିଲ୍ଲୀବାସୀ, ବଢୁଛି ପ୍ରଦୂଷଣ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.