Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ହରାଇ ଭାରତ ବିଶ୍ବ ଚାମ୍ପିଅନ୍‌

Sanchar Live by Sanchar Live
February 2, 2025
in କ୍ରୀଡ଼ା
0
ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ହରାଇ ଭାରତ ବିଶ୍ବ ଚାମ୍ପିଅନ୍‌
0
SHARES
10
VIEWS
FacebookTwitter

କ୍ୱାଲାଲମ୍ପୂର : ଚଳିତ ୧୯ ବର୍ଷରୁ କମ୍‌‌ ମହିଳା ଟି-୨୦ ବିଶ୍ୱକପ୍‌‌ ଦ୍ୱିତୀୟ ସଂସ୍କରଣରେ ଗତଥରର ଚାମ୍ପିଅନ ଭାରତ ଏଥର ପୁଣି ଥରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ବିଶ୍ବବିଜୟୀ ହୋଇଛି।  ଲଗାତାର ଦୁଇଥର ବିଶ୍ୱବିଜେତା ବନିଛି ଟିମ୍ ଇଣ୍ଡିଆ । କୁଆଲାଲୁମ୍ପୁରରର ଓଭାଲରେ ହୋଇଥିବା ଫାଇନାଲ୍ ଲଢ଼େଇରେ ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ମାତ୍ ଦେଇ ଭାରତୀୟ ମହିଳା ଦଳ ବିଶ୍ୱ ଚାମ୍ପିଅନ ବନିଛି ।

ପ୍ରଥମେ ଦକ୍ଷିଣ ଆଫ୍ରିକା ଟସ୍ ଜିଣି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ୨୦ ଓଭର ଖେଳି ଅଲଆଟ୍ ହୋଇ ମାତ୍ର ୮୨ ରନ୍ କରିବାକୁ ସକ୍ଷମ ହୋଇଥିଲା । ତେବେ ଭାରତ ୮୩ ରନ୍ ଟାର୍ଗେଟର ପିଛା କରି ୧୧.୨ ଓଭର ଖେଳି ବିଜୟ ହାସଲ କରିଛି । ଲଗାତାର ଦ୍ୱିତୀୟ ଥର ପାଇଁ ଭାରତୀୟ ମହିଳା ବିଶ୍ୱ ଚମ୍ପିଆନ ବନିଛି । ୨୦୨୩ରେ ସାଉଥ ଆଫ୍ରିକାରେ ଆୟୋଜିତ ମହିଳା ଟି-୨୦ ବିଶ୍ୱକପ୍ ଜିତିଥିଲା ଭାରତ ।

📸 📸

𝗠. 𝗢. 𝗢. 𝗗 straight after a memorable title triumph! ☺️ 🏆#TeamIndia 🇮🇳 | #U19WorldCup pic.twitter.com/nJOELSNO1f

— BCCI Women (@BCCIWomen) February 2, 2025

୨୦୨୩ରେ ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟର ପ୍ରଥମ ସଂସ୍କରଣରେ ଭାରତ ୭ ୱିକେଟରେ ଇଂଲଣ୍ଡକୁ ପରାସ୍ତ କରି ବିଶ୍ୱକପ୍‌‌ର ପ୍ରଥମ ଟାଇଟଲ ଜିତିଥିଲା। ଟୁର୍ଣ୍ଣାମେଣ୍ଟର ସବୁ ୬ଟି ଯାକ ମ୍ୟାଚ୍‌‌ ଜିତି ଭାରତ ଅପରାଜେୟ ରହିଛି ଓ ହଟ୍‌‌ ଫେବରାଇଟ୍‌‌ ବିବେଚତ ହୋଇଥିଲା। ନିକ୍କି ପ୍ରସାଦଙ୍କ ନେତୃତ୍ୱାଧୀନ ଭାରତ ଓେଷ୍ଟଇଣ୍ଡିଜକୁ ୯ ୱିକେଟରେ, ମାଲେସିଆକୁ ୧୦ ୱିକେଟରେ, ଶ୍ରୀଲଙ୍କାକୁ ୬୦ ରନରେ, ବାଂଲାଦେଶକୁ ୮ ୱିକେଟରେ, ସ୍କଟଳାଣ୍ଡକୁ ୧୫୦ ରନରେ ଓ ଶେଷରେ ସେମିଫାଇନାଲରେ ଇଂଲଣ୍ଡକୁ ୯ ୱିକେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଆଉ ଆଜି ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ମାତ୍ ଦେଇ ବିଶ୍ବବିଜୟୀ ହୋଇଛି।

Tags: indiasouthafricaU19 t20 world cup woman
ShareTweetShareSend
Sanchar Live

Sanchar Live

Next Post
ଆଗାମୀ ୪ ରୁ ୫ ଦିନ ଯାଏଁ ବଢିବ ତାପମାତ୍ରା

ବାବାରେ କି ଖରା, ପାର କଲା ୩୫ ଡିଗ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.