Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ; କାଲି ନବଯୌବନ ବେଶ

Sanchar Live by Sanchar Live
June 25, 2025
in ଓଡିଶା
0
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ; କାଲି ନବଯୌବନ ବେଶ
0
SHARES
19
VIEWS
FacebookTwitter

ଅଣସର ଘରେ ସୁସ୍ଥ ପରେ ମହାପ୍ରଭୁଙ୍କର ଆଜି ବନକଲାଗି ନୀତି । ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ଵାରା ଏହି ନୀତି ସମ୍ପନ୍ନ ହେବ । ଆସନ୍ତାକାଲି ସକାଳୁ ନେତ୍ରୋତ୍ସବ ଏବଂ ନବଯୌବନ ଦର୍ଶନର ସାନ୍ନିଧ୍ୟ ଲାଭ କରିବେ ଭକ୍ତ । କାଲି ସକାଳ ୬ଟାରେ ଚକାଅପସର, ୬ଟା ୧୦ରେ ମଙ୍ଗଳଆଳତୀ, ମଇଲମ, ଅବକାଶ ଓ ସାଢେ ୭ଟାରେ ଦଶଅବତାର ଠାକୁର ବାହୁଡା ବିଜେ, ସକାଳ ୮ଟାରେ ଅଣସର ତାଟି ଓ ପଟିଦିଅଁ ବିସର୍ଜନ ହେବ । ତାପରେ ଆରମ୍ଭ ହେବ ଭିତରକାଠ ନିକଟରେ ପରମାଣିକ ଦର୍ଶନ । ଏହା ପ୍ରାୟ ୯ଟା ପର୍ଯ୍ୟନ୍ତ ଚାଲିବ ।

ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ହେବ । ସେପଟେ ରଥଟଣାକୁ ନେଇ ପୁଲିସ ବିଭାଗର ମକଡ୍ରିଲ କରାଯିବ । ରଥଯାତ୍ରା ଭଳି ଅବିକଳ ରଥଟଣାର ଡେମୋ କରାଯିବ । ଏଡିଜି ନିଜେ ଏହି ମକଡ୍ରିଲର ସମୀକ୍ଷା କରିଥିବା ବେଳେ ସୁରକ୍ଷା ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରିଛନ୍ତି ।

Tags: banaklaginaba jaobanpuri
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ ଧର୍ମେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.